Text copied!
Bibles in Odia

ଗୀତସଂହିତା 48:6-8 in Odia

Help us?

ଗୀତସଂହିତା 48:6-8 in ଓଡିଆ ବାଇବେଲ

6 ସେଠାରେ ସେମାନେ କମ୍ପରେ ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନାରେ ଆକ୍ରାନ୍ତ ହେଲେ।
7 ତୁମ୍ଭେ ପୂର୍ବୀୟ ବାୟୁ ଦ୍ୱାରା ତର୍ଶୀଶ ନଗରର ଜାହାଜସବୁ ଭାଙ୍ଗିଥାଅ।
8 ଯେପରି ଆମ୍ଭେମାନେ ଶୁଣିଅଛୁ, ସେପରି ସୈନ୍ୟାଧିପତି ସଦାପ୍ରଭୁଙ୍କ ନଗରରେ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରରେ ଦେଖିଅଛୁ; ପରମେଶ୍ୱର ଅନନ୍ତକାଳ ତାହା ସୁସ୍ଥିର କରିବେ। ସେଲା
ଗୀତସଂହିତା 48 in ଓଡିଆ ବାଇବେଲ