Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 48

ଗୀତସଂହିତା 48:8-9

Help us?
Click on verse(s) to share them!
8ଯେପରି ଆମ୍ଭେମାନେ ଶୁଣିଅଛୁ, ସେପରି ସୈନ୍ୟାଧିପତି ସଦାପ୍ରଭୁଙ୍କ ନଗରରେ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରରେ ଦେଖିଅଛୁ; ପରମେଶ୍ୱର ଅନନ୍ତକାଳ ତାହା ସୁସ୍ଥିର କରିବେ। ସେଲା
9ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭ ମନ୍ଦିର ମଧ୍ୟରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବିଷୟ ଧ୍ୟାନ କରିଅଛୁ।

Read ଗୀତସଂହିତା 48ଗୀତସଂହିତା 48
Compare ଗୀତସଂହିତା 48:8-9ଗୀତସଂହିତା 48:8-9