Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 49

ଗୀତସଂହିତା 49:10-11

Help us?
Click on verse(s) to share them!
10ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ ମରନ୍ତି, ମୂର୍ଖ ଓ ପଶୁବତ୍‍ ଲୋକେ ଏକତ୍ର ବିନଷ୍ଟ ହୁଅନ୍ତି, ପୁଣି, ଆପଣାମାନଙ୍କ ସମ୍ପତ୍ତି ଅନ୍ୟମାନଙ୍କ ନିମନ୍ତେ ଛାଡ଼ିଯା’ନ୍ତି।
11ସେମାନଙ୍କ କବରସ୍ଥାନ ଯେ ଚିରକାଳ ଓ ସେମାନଙ୍କ ବାସସ୍ଥାନ ଯେ ପୁରୁଷାନୁକ୍ରମେ ରହିବ, ଏହା ସେମାନଙ୍କର ଆନ୍ତରିକ ବିଚାର; ସେମାନେ ଆପଣା ଆପଣା ନାମାନୁସାରେ ଆପଣା ଆପଣା ଭୂମିର ନାମ ରଖନ୍ତି।

Read ଗୀତସଂହିତା 49ଗୀତସଂହିତା 49
Compare ଗୀତସଂହିତା 49:10-11ଗୀତସଂହିତା 49:10-11