Text copied!
Bibles in Odia

ଗୀତସଂହିତା 49:10-11 in Odia

Help us?

ଗୀତସଂହିତା 49:10-11 in ଓଡିଆ ବାଇବେଲ

10 ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ ମରନ୍ତି, ମୂର୍ଖ ଓ ପଶୁବତ୍‍ ଲୋକେ ଏକତ୍ର ବିନଷ୍ଟ ହୁଅନ୍ତି, ପୁଣି, ଆପଣାମାନଙ୍କ ସମ୍ପତ୍ତି ଅନ୍ୟମାନଙ୍କ ନିମନ୍ତେ ଛାଡ଼ିଯା’ନ୍ତି।
11 ସେମାନଙ୍କ କବରସ୍ଥାନ ଯେ ଚିରକାଳ ଓ ସେମାନଙ୍କ ବାସସ୍ଥାନ ଯେ ପୁରୁଷାନୁକ୍ରମେ ରହିବ, ଏହା ସେମାନଙ୍କର ଆନ୍ତରିକ ବିଚାର; ସେମାନେ ଆପଣା ଆପଣା ନାମାନୁସାରେ ଆପଣା ଆପଣା ଭୂମିର ନାମ ରଖନ୍ତି।
ଗୀତସଂହିତା 49 in ଓଡିଆ ବାଇବେଲ