Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 49

ଗୀତସଂହିତା 49:11-13

Help us?
Click on verse(s) to share them!
11ସେମାନଙ୍କ କବରସ୍ଥାନ ଯେ ଚିରକାଳ ଓ ସେମାନଙ୍କ ବାସସ୍ଥାନ ଯେ ପୁରୁଷାନୁକ୍ରମେ ରହିବ, ଏହା ସେମାନଙ୍କର ଆନ୍ତରିକ ବିଚାର; ସେମାନେ ଆପଣା ଆପଣା ନାମାନୁସାରେ ଆପଣା ଆପଣା ଭୂମିର ନାମ ରଖନ୍ତି।
12ମାତ୍ର ମନୁଷ୍ୟ ଐଶ୍ୱର୍ଯ୍ୟରେ ସ୍ଥିର ରହେ ନାହିଁ; ସେ ବିନାଶ୍ୟ ପଶୁ ତୁଲ୍ୟ।
13ସେମାନଙ୍କର ଏହି ଗତି ସେମାନଙ୍କ ମୂର୍ଖତା ଅଟେ; ତଥାପି ସେମାନଙ୍କ ଉତ୍ତାରେ ଲୋକମାନେ ସେମାନଙ୍କ କଥା ପସନ୍ଦ କରନ୍ତି। ସେଲା

Read ଗୀତସଂହିତା 49ଗୀତସଂହିତା 49
Compare ଗୀତସଂହିତା 49:11-13ଗୀତସଂହିତା 49:11-13