Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 49

ଗୀତସଂହିତା 49:15-16

Help us?
Click on verse(s) to share them!
15ମାତ୍ର ପରମେଶ୍ୱର ପାତାଳର ପରାକ୍ରମରୁ ମୋହର ପ୍ରାଣ ମୁକ୍ତ କରିବେ; କାରଣ ସେ ମୋତେ ଗ୍ରହଣ କରିବେ। ସେଲା
16କେହି ଧନବାନ ହେଲେ ଓ ତାହାର ଗୃହର ଐଶ୍ୱର୍ଯ୍ୟ ବୃଦ୍ଧି ପାଇଲେ, ତୁମ୍ଭେ ଭୀତ ହୁଅ ନାହିଁ;

Read ଗୀତସଂହିତା 49ଗୀତସଂହିତା 49
Compare ଗୀତସଂହିତା 49:15-16ଗୀତସଂହିତା 49:15-16