Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 49

ଗୀତସଂହିତା 49:16-17

Help us?
Click on verse(s) to share them!
16କେହି ଧନବାନ ହେଲେ ଓ ତାହାର ଗୃହର ଐଶ୍ୱର୍ଯ୍ୟ ବୃଦ୍ଧି ପାଇଲେ, ତୁମ୍ଭେ ଭୀତ ହୁଅ ନାହିଁ;
17କାରଣ ମରଣକାଳରେ ସେ କିଛି ନେଇଯିବ ନାହିଁ; ତାହାର ଐଶ୍ୱର୍ଯ୍ୟ ତାହାର ପଶ୍ଚାଦ୍‍ଗମନ କରିବ ନାହିଁ।

Read ଗୀତସଂହିତା 49ଗୀତସଂହିତା 49
Compare ଗୀତସଂହିତା 49:16-17ଗୀତସଂହିତା 49:16-17