17କାରଣ ମରଣକାଳରେ ସେ କିଛି ନେଇଯିବ ନାହିଁ; ତାହାର ଐଶ୍ୱର୍ଯ୍ୟ ତାହାର ପଶ୍ଚାଦ୍ଗମନ କରିବ ନାହିଁ।
18ଯଦ୍ୟପି ସେ ଜୀବଦ୍ଦଶାରେ ଆପଣା ପ୍ରାଣର ଧନ୍ୟବାଦ କଲା, ଆଉ, ତୁମ୍ଭେ ଆପଣାର ଭଲ କଲେ, ଲୋକେ ତୁମ୍ଭର ପ୍ରଶଂସା କରନ୍ତି;
19ତଥାପି ସେ ଆପଣା ପୂର୍ବପୁରୁଷଗଣ ନିକଟକୁ ଯିବ; ସେମାନେ କଦାଚ ଦୀପ୍ତି ଦେଖିବେ ନାହିଁ।
20ଯେଉଁ ମନୁଷ୍ୟ ଐଶ୍ୱର୍ଯ୍ୟଶାଳୀ ହୋଇ ବିବେଚନା ନ କରେ, ସେ ବିନାଶ୍ୟ ପଶୁ ତୁଲ୍ୟ।