Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 49

ଗୀତସଂହିତା 49:3-6

Help us?
Click on verse(s) to share them!
3ମୋହର ମୁଖ ଜ୍ଞାନର କଥା କହିବ ଓ ମୋ’ ଅନ୍ତଃକରଣର ଧ୍ୟାନ ବୁଦ୍ଧି ବିଷୟକ ହେବ।
4ମୁଁ ଦୃଷ୍ଟାନ୍ତରେ କର୍ଣ୍ଣପାତ କରିବି; ମୁଁ ବୀଣାଯନ୍ତ୍ରରେ ଆପଣା ଗୁପ୍ତ ବିଷୟ ବ୍ୟାଖ୍ୟା କରିବି।
5ଯେତେବେଳେ ଅଧର୍ମ ମୋ’ ଗୋଇଠି ପାଖରେ ମୋତେ ଘେରେ, ଏପରି ବିପଦ ସମୟରେ କାହିଁକି ଭୟ କରିବି ?
6ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର ରଖନ୍ତି; ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି;

Read ଗୀତସଂହିତା 49ଗୀତସଂହିତା 49
Compare ଗୀତସଂହିତା 49:3-6ଗୀତସଂହିତା 49:3-6