Text copied!
Bibles in Odia

ଗୀତସଂହିତା 49:4-9 in Odia

Help us?

ଗୀତସଂହିତା 49:4-9 in ଓଡିଆ ବାଇବେଲ

4 ମୁଁ ଦୃଷ୍ଟାନ୍ତରେ କର୍ଣ୍ଣପାତ କରିବି; ମୁଁ ବୀଣାଯନ୍ତ୍ରରେ ଆପଣା ଗୁପ୍ତ ବିଷୟ ବ୍ୟାଖ୍ୟା କରିବି।
5 ଯେତେବେଳେ ଅଧର୍ମ ମୋ’ ଗୋଇଠି ପାଖରେ ମୋତେ ଘେରେ, ଏପରି ବିପଦ ସମୟରେ କାହିଁକି ଭୟ କରିବି ?
6 ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର ରଖନ୍ତି; ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି;
7 ସେମାନଙ୍କ ମଧ୍ୟରୁ କେହି ଆପଣା ଭାଇ ନିତ୍ୟଜୀବୀ ହେବା ପାଇଁ, କ୍ଷୟ ନ ଦେଖିବା ପାଇଁ କୌଣସିମତେ ତାହାକୁ ମୁକ୍ତ କରି ନ ପାରେ।
8 କିଅବା ତାହା ପାଇଁ ପରମେଶ୍ୱରଙ୍କୁ କୌଣସି ପ୍ରାୟଶ୍ଚିତ୍ତ ଦେଇ ନ ପାରେ;
9 କାରଣ ସେମାନଙ୍କ ପ୍ରାଣର ମୁକ୍ତି ଦୁର୍ମୂଲ୍ୟ ଓ ଅନନ୍ତକାଳ ଅସାଧ୍ୟ।
ଗୀତସଂହିତା 49 in ଓଡିଆ ବାଇବେଲ