Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 49

ଗୀତସଂହିତା 49:5-6

Help us?
Click on verse(s) to share them!
5ଯେତେବେଳେ ଅଧର୍ମ ମୋ’ ଗୋଇଠି ପାଖରେ ମୋତେ ଘେରେ, ଏପରି ବିପଦ ସମୟରେ କାହିଁକି ଭୟ କରିବି ?
6ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର ରଖନ୍ତି; ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି;

Read ଗୀତସଂହିତା 49ଗୀତସଂହିତା 49
Compare ଗୀତସଂହିତା 49:5-6ଗୀତସଂହିତା 49:5-6