Text copied!
Bibles in Odia

ଗୀତସଂହିତା 49:7-10 in Odia

Help us?

ଗୀତସଂହିତା 49:7-10 in ଓଡିଆ ବାଇବେଲ

7 ସେମାନଙ୍କ ମଧ୍ୟରୁ କେହି ଆପଣା ଭାଇ ନିତ୍ୟଜୀବୀ ହେବା ପାଇଁ, କ୍ଷୟ ନ ଦେଖିବା ପାଇଁ କୌଣସିମତେ ତାହାକୁ ମୁକ୍ତ କରି ନ ପାରେ।
8 କିଅବା ତାହା ପାଇଁ ପରମେଶ୍ୱରଙ୍କୁ କୌଣସି ପ୍ରାୟଶ୍ଚିତ୍ତ ଦେଇ ନ ପାରେ;
9 କାରଣ ସେମାନଙ୍କ ପ୍ରାଣର ମୁକ୍ତି ଦୁର୍ମୂଲ୍ୟ ଓ ଅନନ୍ତକାଳ ଅସାଧ୍ୟ।
10 ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ ମରନ୍ତି, ମୂର୍ଖ ଓ ପଶୁବତ୍‍ ଲୋକେ ଏକତ୍ର ବିନଷ୍ଟ ହୁଅନ୍ତି, ପୁଣି, ଆପଣାମାନଙ୍କ ସମ୍ପତ୍ତି ଅନ୍ୟମାନଙ୍କ ନିମନ୍ତେ ଛାଡ଼ିଯା’ନ୍ତି।
ଗୀତସଂହିତା 49 in ଓଡିଆ ବାଇବେଲ