Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 4

ଗୀତସଂହିତା 4:3-4

Help us?
Click on verse(s) to share them!
3ମାତ୍ର ସଦାପ୍ରଭୁ ଆପଣା ପାଇଁ ସଦ୍‍ଭକ୍ତ ଲୋକକୁ ପୃଥକ୍‍ କରି ରଖିଅଛନ୍ତି, ଏହା ଜ୍ଞାତ ହୁଅ; ମୁଁ ସଦାପ୍ରଭୁଙ୍କୁ ଡାକିଲେ, ସେ ଶୁଣିବେ।
4ଭୀତ ହୁଅ ଓ ପାପ କର ନାହିଁ; ତୁମ୍ଭେମାନେ ଶଯ୍ୟା ଉପରେ ମନେ ମନେ କଥା କହି ନୀରବ ହୁଅ। ସେଲା

Read ଗୀତସଂହିତା 4ଗୀତସଂହିତା 4
Compare ଗୀତସଂହିତା 4:3-4ଗୀତସଂହିତା 4:3-4