Text copied!
Bibles in Odia

ଗୀତସଂହିତା 4:5-7 in Odia

Help us?

ଗୀତସଂହିତା 4:5-7 in ଓଡିଆ ବାଇବେଲ

5 ଧର୍ମବଳି ଉତ୍ସର୍ଗ କର ଓ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
6 ଅନେକେ କହନ୍ତି, “କିଏ ଆମ୍ଭମାନଙ୍କୁ ମଙ୍ଗଳ ଦେଖାଇବ ?” ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଆପଣା ମୁଖର ତେଜ ପ୍ରକାଶ କର।
7 ତୁମ୍ଭେ ମୋ’ ଅନ୍ତଃକରଣରେ ଆନନ୍ଦ ଦେଇଅଛ, ତାହା ସେମାନଙ୍କ ଶସ୍ୟ ଓ ଦ୍ରାକ୍ଷାରସ ବୃଦ୍ଧିକାଳର ଆନନ୍ଦ ଅପେକ୍ଷା ଅଧିକ।
ଗୀତସଂହିତା 4 in ଓଡିଆ ବାଇବେଲ