Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 50

ଗୀତସଂହିତା 50:12-15

Help us?
Click on verse(s) to share them!
12ଆମ୍ଭେ କ୍ଷୁଧିତ ହେଲେ, ତୁମ୍ଭକୁ ଜଣାଇବା ନାହିଁ; କାରଣ ଜଗତ ଓ ତହିଁର ପୂର୍ଣ୍ଣତା ଆମ୍ଭର।
13ଆମ୍ଭେ କ’ଣ ବୃଷମାଂସ ଭୋଜନ କରିବା, ଅବା ଛାଗରକ୍ତ ପାନ କରିବା ?
14ତୁମ୍ଭେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦରୂପ ବଳି ଉତ୍ସର୍ଗ କର ଓ ସର୍ବୋପରିସ୍ଥଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କର;
15ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ; ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର ମହିମା ପ୍ରକାଶ କରିବ।”

Read ଗୀତସଂହିତା 50ଗୀତସଂହିତା 50
Compare ଗୀତସଂହିତା 50:12-15ଗୀତସଂହିତା 50:12-15