Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 50

ଗୀତସଂହିତା 50:17-19

Help us?
Click on verse(s) to share them!
17କାରଣ ତୁମ୍ଭେ ଶିକ୍ଷା ଘୃଣା କରୁଅଛ ଓ ଆମ୍ଭ ବାକ୍ୟ ଆପଣା ପଛେ ପକାଇ ଦେଉଅଛ।
18ଚୋରକୁ ଦେଖିଲେ, ତୁମ୍ଭେ ତାହା ସଙ୍ଗେ ସମ୍ମତ ହୋଇଅଛ ଓ ବ୍ୟଭିଚାରୀମାନଙ୍କର ସହଭାଗୀ ହୋଇଅଛ।
19ତୁମ୍ଭେ ମନ୍ଦ ବିଷୟରେ ଆପଣା ମୁଖ ବଢ଼ାଉଅଛ ଓ ତୁମ୍ଭର ଜିହ୍ୱା ପ୍ରବଞ୍ଚନା କଳ୍ପନା କରେ।

Read ଗୀତସଂହିତା 50ଗୀତସଂହିତା 50
Compare ଗୀତସଂହିତା 50:17-19ଗୀତସଂହିତା 50:17-19