Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 50

ଗୀତସଂହିତା 50:2-5

Help us?
Click on verse(s) to share them!
2ସୌନ୍ଦର୍ଯ୍ୟର ସିଦ୍ଧି ସ୍ୱରୂପ ସିୟୋନଠାରୁ ପରମେଶ୍ୱର ପ୍ରକାଶିତ ହୋଇଅଛନ୍ତି।
3ଆମ୍ଭମାନଙ୍କର ପରମେଶ୍ୱର ଆସିବେ ଓ ନୀରବ ରହିବେ ନାହିଁ; ତାହାଙ୍କ ସମ୍ମୁଖରେ ଅଗ୍ନି ଗ୍ରାସ କରିବ ଓ ତାହାଙ୍କ ଚତୁର୍ଦ୍ଦିଗ ଅତ୍ୟନ୍ତ ଝଡ଼ମୟ ହେବ।
4ସେ ଆପଣା ଲୋକଙ୍କୁ ବିଚାର କରିବା ନିମନ୍ତେ ଉପରିସ୍ଥ ସ୍ୱର୍ଗକୁ ଓ ପୃଥିବୀକୁ ଡାକିବେ;
5“ଯେଉଁମାନେ ବଳିଦାନ ଦ୍ୱାରା ଆମ୍ଭ ସଙ୍ଗେ ନିୟମ କରିଅଛନ୍ତି, ଆମର ସେହି ସଦ୍‍ଭକ୍ତଗଣଙ୍କୁ ଆମ୍ଭ ନିକଟରେ ଏକତ୍ର କର।”

Read ଗୀତସଂହିତା 50ଗୀତସଂହିତା 50
Compare ଗୀତସଂହିତା 50:2-5ଗୀତସଂହିତା 50:2-5