Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 50

ଗୀତସଂହିତା 50:20-22

Help us?
Click on verse(s) to share them!
20ତୁମ୍ଭେ ଆପଣା ଭାଇ ବିରୁଦ୍ଧରେ ବସି କଥା କହୁଅଛ; ତୁମ୍ଭେ ଆପଣା ମାତୃପୁତ୍ରର ନିନ୍ଦା କରୁଅଛ।
21ତୁମ୍ଭେ ଏହିସବୁ କରି ଆସିଅଛ ଓ ଆମ୍ଭେ ନୀରବ ହୋଇ ରହିଅଛୁ; ତହିଁରେ ଆମ୍ଭେ ସର୍ବତୋଭାବେ ତୁମ୍ଭ ପରି ବୋଲି ତୁମ୍ଭେ ଅନୁମାନ କରିଅଛ; ମାତ୍ର ଆମ୍ଭେ ତୁମ୍ଭକୁ ଅନୁଯୋଗ କରିବା ଓ ତାହାସବୁ ତୁମ୍ଭ ସାକ୍ଷାତରେ ସଜାଇ ରଖିବା।
22ହେ ପରମେଶ୍ୱରଙ୍କୁ ପାସୋରିବା ଲୋକମାନେ, ତୁମ୍ଭେମାନେ ଏହା ବିବେଚନା କର, ନୋହିଲେ ଆମ୍ଭେ ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିବା, ପୁଣି, ଉଦ୍ଧାର କରିବାକୁ କେହି ନ ଥିବ।

Read ଗୀତସଂହିତା 50ଗୀତସଂହିତା 50
Compare ଗୀତସଂହିତା 50:20-22ଗୀତସଂହିତା 50:20-22