Text copied!
Bibles in Odia

ଗୀତସଂହିତା 50:3-6 in Odia

Help us?

ଗୀତସଂହିତା 50:3-6 in ଓଡିଆ ବାଇବେଲ

3 ଆମ୍ଭମାନଙ୍କର ପରମେଶ୍ୱର ଆସିବେ ଓ ନୀରବ ରହିବେ ନାହିଁ; ତାହାଙ୍କ ସମ୍ମୁଖରେ ଅଗ୍ନି ଗ୍ରାସ କରିବ ଓ ତାହାଙ୍କ ଚତୁର୍ଦ୍ଦିଗ ଅତ୍ୟନ୍ତ ଝଡ଼ମୟ ହେବ।
4 ସେ ଆପଣା ଲୋକଙ୍କୁ ବିଚାର କରିବା ନିମନ୍ତେ ଉପରିସ୍ଥ ସ୍ୱର୍ଗକୁ ଓ ପୃଥିବୀକୁ ଡାକିବେ;
5 “ଯେଉଁମାନେ ବଳିଦାନ ଦ୍ୱାରା ଆମ୍ଭ ସଙ୍ଗେ ନିୟମ କରିଅଛନ୍ତି, ଆମର ସେହି ସଦ୍‍ଭକ୍ତଗଣଙ୍କୁ ଆମ୍ଭ ନିକଟରେ ଏକତ୍ର କର।”
6 ପୁଣି, ସ୍ୱର୍ଗ ତାହାଙ୍କର ଧର୍ମ ପ୍ରକାଶ କରିବ; କାରଣ ପରମେଶ୍ୱର ସ୍ୱୟଂ ବିଚାରକର୍ତ୍ତା। ସେଲା
ଗୀତସଂହିତା 50 in ଓଡିଆ ବାଇବେଲ