Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 50

ଗୀତସଂହିତା 50:5-7

Help us?
Click on verse(s) to share them!
5“ଯେଉଁମାନେ ବଳିଦାନ ଦ୍ୱାରା ଆମ୍ଭ ସଙ୍ଗେ ନିୟମ କରିଅଛନ୍ତି, ଆମର ସେହି ସଦ୍‍ଭକ୍ତଗଣଙ୍କୁ ଆମ୍ଭ ନିକଟରେ ଏକତ୍ର କର।”
6ପୁଣି, ସ୍ୱର୍ଗ ତାହାଙ୍କର ଧର୍ମ ପ୍ରକାଶ କରିବ; କାରଣ ପରମେଶ୍ୱର ସ୍ୱୟଂ ବିଚାରକର୍ତ୍ତା। ସେଲା
7“ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା; ହେ ଇସ୍ରାଏଲ ଶୁଣ, ଆମ୍ଭେ ତୁମ୍ଭ ବିଷୟରେ ସାକ୍ଷ୍ୟ ଦେବା; ଆମ୍ଭେ ହିଁ ପରମେଶ୍ୱର, ତୁମ୍ଭର ପରମେଶ୍ୱର,

Read ଗୀତସଂହିତା 50ଗୀତସଂହିତା 50
Compare ଗୀତସଂହିତା 50:5-7ଗୀତସଂହିତା 50:5-7