Text copied!
Bibles in Odia

ଗୀତସଂହିତା 50:5-7 in Odia

Help us?

ଗୀତସଂହିତା 50:5-7 in ଓଡିଆ ବାଇବେଲ

5 “ଯେଉଁମାନେ ବଳିଦାନ ଦ୍ୱାରା ଆମ୍ଭ ସଙ୍ଗେ ନିୟମ କରିଅଛନ୍ତି, ଆମର ସେହି ସଦ୍‍ଭକ୍ତଗଣଙ୍କୁ ଆମ୍ଭ ନିକଟରେ ଏକତ୍ର କର।”
6 ପୁଣି, ସ୍ୱର୍ଗ ତାହାଙ୍କର ଧର୍ମ ପ୍ରକାଶ କରିବ; କାରଣ ପରମେଶ୍ୱର ସ୍ୱୟଂ ବିଚାରକର୍ତ୍ତା। ସେଲା
7 “ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା; ହେ ଇସ୍ରାଏଲ ଶୁଣ, ଆମ୍ଭେ ତୁମ୍ଭ ବିଷୟରେ ସାକ୍ଷ୍ୟ ଦେବା; ଆମ୍ଭେ ହିଁ ପରମେଶ୍ୱର, ତୁମ୍ଭର ପରମେଶ୍ୱର,
ଗୀତସଂହିତା 50 in ଓଡିଆ ବାଇବେଲ