Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 50

ଗୀତସଂହିତା 50:7-9

Help us?
Click on verse(s) to share them!
7“ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା; ହେ ଇସ୍ରାଏଲ ଶୁଣ, ଆମ୍ଭେ ତୁମ୍ଭ ବିଷୟରେ ସାକ୍ଷ୍ୟ ଦେବା; ଆମ୍ଭେ ହିଁ ପରମେଶ୍ୱର, ତୁମ୍ଭର ପରମେଶ୍ୱର,
8ଆମ୍ଭେ ତୁମ୍ଭର ସବୁ ହୋମବଳି ସକାଶୁ ତୁମ୍ଭକୁ ଭର୍ତ୍ସନା କରିବା ନାହିଁ; ଆଉ, ତୁମ୍ଭର ହୋମବଳିସବୁ ନିତ୍ୟ ଆମ୍ଭ ସମ୍ମୁଖରେ ଅଛି।
9ଆମ୍ଭେ ତୁମ୍ଭ ଗୃହରୁ କୌଣସି ବୃଷ କିମ୍ଵା ତୁମ୍ଭ ଖୁଆଡ଼ରୁ ଛାଗର ବଳିଦାନ ନେବା ନାହିଁ।

Read ଗୀତସଂହିତା 50ଗୀତସଂହିତା 50
Compare ଗୀତସଂହିତା 50:7-9ଗୀତସଂହିତା 50:7-9