Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 51

ଗୀତସଂହିତା 51:1-2

Help us?
Click on verse(s) to share them!
1ପ୍ରଧାନ ବାଦ୍ୟକାର ନିମନ୍ତେ ଦାଉଦଙ୍କର ଗୀତ। ଦାଉଦ ବତ୍‍ଶେବାଠାରେ ଗମନ କଲା ଉତ୍ତାରେ ତାଙ୍କ ନିକଟକୁ ନାଥନ ଭବିଷ୍ୟଦ୍‍ବକ୍ତା ଆସିବା ସମୟରେ ରଚିତ। ହେ ପରମେଶ୍ୱର, ଆପଣା ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋ’ ପ୍ରତି ଦୟା କର; ତୁମ୍ଭ କୃପାର ବାହୁଲ୍ୟ ଅନୁସାରେ ମୋହର ଅଧର୍ମ ମାର୍ଜନା କର।
2ମୋ’ ଅପରାଧରୁ ମୋତେ ସମ୍ପୂର୍ଣ୍ଣ ପ୍ରକ୍ଷାଳନ କର ଓ ମୋ’ ପାପରୁ ମୋତେ ଶୁଚି କର।

Read ଗୀତସଂହିତା 51ଗୀତସଂହିତା 51
Compare ଗୀତସଂହିତା 51:1-2ଗୀତସଂହିତା 51:1-2