Text copied!
Bibles in Odia

ଗୀତସଂହିତା 51:1-2 in Odia

Help us?

ଗୀତସଂହିତା 51:1-2 in ଓଡିଆ ବାଇବେଲ

1 ପ୍ରଧାନ ବାଦ୍ୟକାର ନିମନ୍ତେ ଦାଉଦଙ୍କର ଗୀତ। ଦାଉଦ ବତ୍‍ଶେବାଠାରେ ଗମନ କଲା ଉତ୍ତାରେ ତାଙ୍କ ନିକଟକୁ ନାଥନ ଭବିଷ୍ୟଦ୍‍ବକ୍ତା ଆସିବା ସମୟରେ ରଚିତ। ହେ ପରମେଶ୍ୱର, ଆପଣା ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋ’ ପ୍ରତି ଦୟା କର; ତୁମ୍ଭ କୃପାର ବାହୁଲ୍ୟ ଅନୁସାରେ ମୋହର ଅଧର୍ମ ମାର୍ଜନା କର।
2 ମୋ’ ଅପରାଧରୁ ମୋତେ ସମ୍ପୂର୍ଣ୍ଣ ପ୍ରକ୍ଷାଳନ କର ଓ ମୋ’ ପାପରୁ ମୋତେ ଶୁଚି କର।
ଗୀତସଂହିତା 51 in ଓଡିଆ ବାଇବେଲ