Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 51

ଗୀତସଂହିତା 51:10-12

Help us?
Click on verse(s) to share them!
10ହେ ପରମେଶ୍ୱର, ମୋ’ ଅନ୍ତରରେ ଶୁଚି ଅନ୍ତଃକରଣ ସୃଷ୍ଟି କର ଓ ମୋ’ ମଧ୍ୟରେ ସୁସ୍ଥିର ଆତ୍ମା ନୂତନ କର।
11ତୁମ୍ଭ ଛାମୁରୁ ମୋତେ ଦୂର କର ନାହିଁ ଓ ତୁମ୍ଭ ପବିତ୍ର ଆତ୍ମା ମୋ’ଠାରୁ ନିଅ ନାହିଁ।
12ତୁମ୍ଭ ପରିତ୍ରାଣର ଆନନ୍ଦ ପୁନର୍ବାର ମୋତେ ଦିଅ ଓ ସ୍ୱଚ୍ଛନ୍ଦ ଆତ୍ମା ଦେଇ ମୋତେ ଧରି ରଖ।

Read ଗୀତସଂହିତା 51ଗୀତସଂହିତା 51
Compare ଗୀତସଂହିତା 51:10-12ଗୀତସଂହିତା 51:10-12