Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 51

ଗୀତସଂହିତା 51:14-17

Help us?
Click on verse(s) to share them!
14ହେ ପରମେଶ୍ୱର, ମୋ’ ତ୍ରାଣର ପରମେଶ୍ୱର, ତୁମ୍ଭେ ମୋତେ ରକ୍ତପାତ ଦୋଷରୁ ଉଦ୍ଧାର କର; ତହିଁରେ ମୋହର ଜିହ୍ୱା ତୁମ୍ଭ ଧର୍ମ ବିଷୟ ଉଚ୍ଚସ୍ୱରରେ ଗାନ କରିବ।
15ହେ ପ୍ରଭୁ, ମୋ’ ଓଷ୍ଠାଧର ଫିଟାଅ, ତହିଁରେ ମୋ’ ମୁଖ ତୁମ୍ଭର ପ୍ରଶଂସା ପ୍ରକାଶ କରିବ।
16କାରଣ ତୁମ୍ଭେ ବଳିଦାନରେ ସନ୍ତୁଷ୍ଟ ନୁହଁ; ହେଲେ ମୁଁ ତାହା ଦିଅନ୍ତି; ହୋମବଳିରେ ତୁମ୍ଭର କିଛି ସନ୍ତୋଷ ନାହିଁ।
17ଭଗ୍ନ-ଆତ୍ମା ପରମେଶ୍ୱରଙ୍କର ଗ୍ରାହ୍ୟ ବଳି, ହେ ପରମେଶ୍ୱର, ତୁମ୍ଭେ ଭଗ୍ନ ଓ ଚୂର୍ଣ୍ଣ ଅନ୍ତଃକରଣ ତୁଚ୍ଛ କରିବ ନାହିଁ।

Read ଗୀତସଂହିତା 51ଗୀତସଂହିତା 51
Compare ଗୀତସଂହିତା 51:14-17ଗୀତସଂହିତା 51:14-17