Text copied!
Bibles in Odia

ଗୀତସଂହିତା 51:14-17 in Odia

Help us?

ଗୀତସଂହିତା 51:14-17 in ଓଡିଆ ବାଇବେଲ

14 ହେ ପରମେଶ୍ୱର, ମୋ’ ତ୍ରାଣର ପରମେଶ୍ୱର, ତୁମ୍ଭେ ମୋତେ ରକ୍ତପାତ ଦୋଷରୁ ଉଦ୍ଧାର କର; ତହିଁରେ ମୋହର ଜିହ୍ୱା ତୁମ୍ଭ ଧର୍ମ ବିଷୟ ଉଚ୍ଚସ୍ୱରରେ ଗାନ କରିବ।
15 ହେ ପ୍ରଭୁ, ମୋ’ ଓଷ୍ଠାଧର ଫିଟାଅ, ତହିଁରେ ମୋ’ ମୁଖ ତୁମ୍ଭର ପ୍ରଶଂସା ପ୍ରକାଶ କରିବ।
16 କାରଣ ତୁମ୍ଭେ ବଳିଦାନରେ ସନ୍ତୁଷ୍ଟ ନୁହଁ; ହେଲେ ମୁଁ ତାହା ଦିଅନ୍ତି; ହୋମବଳିରେ ତୁମ୍ଭର କିଛି ସନ୍ତୋଷ ନାହିଁ।
17 ଭଗ୍ନ-ଆତ୍ମା ପରମେଶ୍ୱରଙ୍କର ଗ୍ରାହ୍ୟ ବଳି, ହେ ପରମେଶ୍ୱର, ତୁମ୍ଭେ ଭଗ୍ନ ଓ ଚୂର୍ଣ୍ଣ ଅନ୍ତଃକରଣ ତୁଚ୍ଛ କରିବ ନାହିଁ।
ଗୀତସଂହିତା 51 in ଓଡିଆ ବାଇବେଲ