Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 51

ଗୀତସଂହିତା 51:2-4

Help us?
Click on verse(s) to share them!
2ମୋ’ ଅପରାଧରୁ ମୋତେ ସମ୍ପୂର୍ଣ୍ଣ ପ୍ରକ୍ଷାଳନ କର ଓ ମୋ’ ପାପରୁ ମୋତେ ଶୁଚି କର।
3କାରଣ ମୁଁ ଆପଣା ଅଧର୍ମ ସ୍ୱୀକାର କରୁଅଛି ଓ ମୋ’ ପାପ ସର୍ବଦା ମୋ’ ସମ୍ମୁଖରେ ଅଛି।
4ମୁଁ ତୁମ୍ଭ ବିରୁଦ୍ଧରେ, କେବଳ ତୁମ୍ଭ ବିରୁଦ୍ଧରେ ପାପ କରିଅଛି, ଆଉ, ତୁମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ କରିଅଛି; ତେଣୁ ତୁମ୍ଭେ କଥା କହିବା ବେଳେ ଧାର୍ମିକ ଓ ବିଚାର କରିବା ବେଳେ ନିର୍ଦ୍ଦୋଷ ହେବ।

Read ଗୀତସଂହିତା 51ଗୀତସଂହିତା 51
Compare ଗୀତସଂହିତା 51:2-4ଗୀତସଂହିତା 51:2-4