Text copied!
Bibles in Odia

ଗୀତସଂହିତା 51:2-4 in Odia

Help us?

ଗୀତସଂହିତା 51:2-4 in ଓଡିଆ ବାଇବେଲ

2 ମୋ’ ଅପରାଧରୁ ମୋତେ ସମ୍ପୂର୍ଣ୍ଣ ପ୍ରକ୍ଷାଳନ କର ଓ ମୋ’ ପାପରୁ ମୋତେ ଶୁଚି କର।
3 କାରଣ ମୁଁ ଆପଣା ଅଧର୍ମ ସ୍ୱୀକାର କରୁଅଛି ଓ ମୋ’ ପାପ ସର୍ବଦା ମୋ’ ସମ୍ମୁଖରେ ଅଛି।
4 ମୁଁ ତୁମ୍ଭ ବିରୁଦ୍ଧରେ, କେବଳ ତୁମ୍ଭ ବିରୁଦ୍ଧରେ ପାପ କରିଅଛି, ଆଉ, ତୁମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ କରିଅଛି; ତେଣୁ ତୁମ୍ଭେ କଥା କହିବା ବେଳେ ଧାର୍ମିକ ଓ ବିଚାର କରିବା ବେଳେ ନିର୍ଦ୍ଦୋଷ ହେବ।
ଗୀତସଂହିତା 51 in ଓଡିଆ ବାଇବେଲ