Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 51

ଗୀତସଂହିତା 51:4-5

Help us?
Click on verse(s) to share them!
4ମୁଁ ତୁମ୍ଭ ବିରୁଦ୍ଧରେ, କେବଳ ତୁମ୍ଭ ବିରୁଦ୍ଧରେ ପାପ କରିଅଛି, ଆଉ, ତୁମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ କରିଅଛି; ତେଣୁ ତୁମ୍ଭେ କଥା କହିବା ବେଳେ ଧାର୍ମିକ ଓ ବିଚାର କରିବା ବେଳେ ନିର୍ଦ୍ଦୋଷ ହେବ।
5ଦେଖ, ଅପରାଧରେ ମୁଁ ନିର୍ମିତ ହେଲି ଓ ପାପରେ ମୋ’ ମାତା ମୋତେ ଗର୍ଭରେ ଧାରଣ କଲା।

Read ଗୀତସଂହିତା 51ଗୀତସଂହିତା 51
Compare ଗୀତସଂହିତା 51:4-5ଗୀତସଂହିତା 51:4-5