Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 51

ଗୀତସଂହିତା 51:4-9

Help us?
Click on verse(s) to share them!
4ମୁଁ ତୁମ୍ଭ ବିରୁଦ୍ଧରେ, କେବଳ ତୁମ୍ଭ ବିରୁଦ୍ଧରେ ପାପ କରିଅଛି, ଆଉ, ତୁମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ କରିଅଛି; ତେଣୁ ତୁମ୍ଭେ କଥା କହିବା ବେଳେ ଧାର୍ମିକ ଓ ବିଚାର କରିବା ବେଳେ ନିର୍ଦ୍ଦୋଷ ହେବ।
5ଦେଖ, ଅପରାଧରେ ମୁଁ ନିର୍ମିତ ହେଲି ଓ ପାପରେ ମୋ’ ମାତା ମୋତେ ଗର୍ଭରେ ଧାରଣ କଲା।
6ଦେଖ, ତୁମ୍ଭେ ଅନ୍ତରରେ ସତ୍ୟତା ଚାହୁଁଅଛ; ପୁଣି, ତୁମ୍ଭେ ଗୂଢ଼ ସ୍ଥାନରେ ମୋତେ ଜ୍ଞାନ ଶିକ୍ଷା ଦେବ।
7ଏସୋବ ଦେଇ ମୋତେ ନିର୍ମଳ କର, ତହିଁରେ ମୁଁ ଶୁଚି ହେବି; ମୋତେ ପ୍ରକ୍ଷାଳନ କର, ତହିଁରେ ମୁଁ ହିମଠାରୁ ଶୁକ୍ଳ ହେବି।
8ମୋତେ ଆହ୍ଲାଦ ଓ ଆନନ୍ଦଜନକ ବାକ୍ୟ ଶୁଣାଅ; ତହିଁରେ ତୁମ୍ଭ ଦ୍ୱାରା ଭଗ୍ନ ଅସ୍ଥିସବୁ ପ୍ରଫୁଲ୍ଲ ହେବ।
9ମୋ’ ପାପସମୂହ ପ୍ରତି ଆପଣା ମୁଖ ଆଚ୍ଛାଦନ କର ଓ ମୋ’ ଅପରାଧସବୁ ମାର୍ଜନା କର।

Read ଗୀତସଂହିତା 51ଗୀତସଂହିତା 51
Compare ଗୀତସଂହିତା 51:4-9ଗୀତସଂହିତା 51:4-9