Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 51

ଗୀତସଂହିତା 51:7-9

Help us?
Click on verse(s) to share them!
7ଏସୋବ ଦେଇ ମୋତେ ନିର୍ମଳ କର, ତହିଁରେ ମୁଁ ଶୁଚି ହେବି; ମୋତେ ପ୍ରକ୍ଷାଳନ କର, ତହିଁରେ ମୁଁ ହିମଠାରୁ ଶୁକ୍ଳ ହେବି।
8ମୋତେ ଆହ୍ଲାଦ ଓ ଆନନ୍ଦଜନକ ବାକ୍ୟ ଶୁଣାଅ; ତହିଁରେ ତୁମ୍ଭ ଦ୍ୱାରା ଭଗ୍ନ ଅସ୍ଥିସବୁ ପ୍ରଫୁଲ୍ଲ ହେବ।
9ମୋ’ ପାପସମୂହ ପ୍ରତି ଆପଣା ମୁଖ ଆଚ୍ଛାଦନ କର ଓ ମୋ’ ଅପରାଧସବୁ ମାର୍ଜନା କର।

Read ଗୀତସଂହିତା 51ଗୀତସଂହିତା 51
Compare ଗୀତସଂହିତା 51:7-9ଗୀତସଂହିତା 51:7-9