Text copied!
Bibles in Odia

ଗୀତସଂହିତା 51:8-10 in Odia

Help us?

ଗୀତସଂହିତା 51:8-10 in ଓଡିଆ ବାଇବେଲ

8 ମୋତେ ଆହ୍ଲାଦ ଓ ଆନନ୍ଦଜନକ ବାକ୍ୟ ଶୁଣାଅ; ତହିଁରେ ତୁମ୍ଭ ଦ୍ୱାରା ଭଗ୍ନ ଅସ୍ଥିସବୁ ପ୍ରଫୁଲ୍ଲ ହେବ।
9 ମୋ’ ପାପସମୂହ ପ୍ରତି ଆପଣା ମୁଖ ଆଚ୍ଛାଦନ କର ଓ ମୋ’ ଅପରାଧସବୁ ମାର୍ଜନା କର।
10 ହେ ପରମେଶ୍ୱର, ମୋ’ ଅନ୍ତରରେ ଶୁଚି ଅନ୍ତଃକରଣ ସୃଷ୍ଟି କର ଓ ମୋ’ ମଧ୍ୟରେ ସୁସ୍ଥିର ଆତ୍ମା ନୂତନ କର।
ଗୀତସଂହିତା 51 in ଓଡିଆ ବାଇବେଲ