Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 51

ଗୀତସଂହିତା 51:8-11

Help us?
Click on verse(s) to share them!
8ମୋତେ ଆହ୍ଲାଦ ଓ ଆନନ୍ଦଜନକ ବାକ୍ୟ ଶୁଣାଅ; ତହିଁରେ ତୁମ୍ଭ ଦ୍ୱାରା ଭଗ୍ନ ଅସ୍ଥିସବୁ ପ୍ରଫୁଲ୍ଲ ହେବ।
9ମୋ’ ପାପସମୂହ ପ୍ରତି ଆପଣା ମୁଖ ଆଚ୍ଛାଦନ କର ଓ ମୋ’ ଅପରାଧସବୁ ମାର୍ଜନା କର।
10ହେ ପରମେଶ୍ୱର, ମୋ’ ଅନ୍ତରରେ ଶୁଚି ଅନ୍ତଃକରଣ ସୃଷ୍ଟି କର ଓ ମୋ’ ମଧ୍ୟରେ ସୁସ୍ଥିର ଆତ୍ମା ନୂତନ କର।
11ତୁମ୍ଭ ଛାମୁରୁ ମୋତେ ଦୂର କର ନାହିଁ ଓ ତୁମ୍ଭ ପବିତ୍ର ଆତ୍ମା ମୋ’ଠାରୁ ନିଅ ନାହିଁ।

Read ଗୀତସଂହିତା 51ଗୀତସଂହିତା 51
Compare ଗୀତସଂହିତା 51:8-11ଗୀତସଂହିତା 51:8-11