Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 52

ଗୀତସଂହିତା 52:1-4

Help us?
Click on verse(s) to share them!
1ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ମସ୍କୀଲ୍‍; ଦାଉଦ ଅହୀମେଲକର ଗୃହକୁ ଆସିଅଛନ୍ତି ବୋଲି ଇଦୋମୀୟ ଦୋୟେଗ୍‍ ଶାଉଲଙ୍କୁ ସମ୍ବାଦ ଦେବା ବେଳେ ରଚିତ। ହେ ବୀର, ତୁମ୍ଭେ ଅନିଷ୍ଟ କର୍ମରେ କାହିଁକି ଦର୍ପ କରୁଅଛ ?
2ପରମେଶ୍ୱରଙ୍କ ଦୟା ନିତ୍ୟସ୍ଥାୟୀ। ତୁମ୍ଭର ଜିହ୍ୱା ନିତାନ୍ତ ଦୁଷ୍ଟତା କଳ୍ପନା କରି ତୀକ୍ଷ୍ଣ କ୍ଷୁର ତୁଲ୍ୟ ପ୍ରବଞ୍ଚନାପୂର୍ବକ କାର୍ଯ୍ୟ କରୁଅଛି।
3ତୁମ୍ଭେ ସୁକର୍ମ ଅପେକ୍ଷା କୁକର୍ମକୁ ଓ ଧର୍ମ କଥା ଅପେକ୍ଷା ମିଥ୍ୟା କଥାକୁ ଅଧିକ ଭଲ ପାଉଅଛ। ସେଲା
4ହେ ପ୍ରବଞ୍ଚନାପୂର୍ଣ୍ଣ ଜିହ୍ୱେ, ତୁମ୍ଭେ ଯାବତୀୟ ବିନାଶକ କଥା ଭଲ ପାଉଅଛ।

Read ଗୀତସଂହିତା 52ଗୀତସଂହିତା 52
Compare ଗୀତସଂହିତା 52:1-4ଗୀତସଂହିତା 52:1-4