Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 52

ଗୀତସଂହିତା 52:4-7

Help us?
Click on verse(s) to share them!
4ହେ ପ୍ରବଞ୍ଚନାପୂର୍ଣ୍ଣ ଜିହ୍ୱେ, ତୁମ୍ଭେ ଯାବତୀୟ ବିନାଶକ କଥା ଭଲ ପାଉଅଛ।
5ପରମେଶ୍ୱର ତଦ୍ରୂପ ତୁମ୍ଭକୁ ସଦାକାଳ ବିନାଶ କରିବେ, ସେ ତୁମ୍ଭକୁ ଧରି ତୁମ୍ଭ ତମ୍ବୁକୁ ଟାଣି ନେବେ ଓ ଜୀବିତମାନଙ୍କ ଦେଶରୁ ତୁମ୍ଭର ମୂଳୋତ୍ପାଟନ କରିବେ। ସେଲା
6ଧାର୍ମିକମାନେ ମଧ୍ୟ ତାହା ଦେଖି ଭୟ କରିବେ ଓ ତାହା ପ୍ରତି ଉପହାସ କରି କହିବେ,
7ଦେଖ, ଏହି ଲୋକ ପରମେଶ୍ୱରଙ୍କୁ ଆପଣାର ବଳ ସ୍ୱରୂପ କଲା ନାହିଁ; ମାତ୍ର ଆପଣା ଧନର ବାହୁଲ୍ୟରେ ନିର୍ଭର କଲା। ପୁଣି, ଆପଣା ଦୁଷ୍ଟତାରେ ଆପଣାକୁ ବଳବାନ କଲା।

Read ଗୀତସଂହିତା 52ଗୀତସଂହିତା 52
Compare ଗୀତସଂହିତା 52:4-7ଗୀତସଂହିତା 52:4-7