Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 53

ଗୀତସଂହିତା 53:1-3

Help us?
Click on verse(s) to share them!
1ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍‍ ସ୍ୱରରେ ଦାଉଦଙ୍କର ମସ୍କୀଲ୍‍। ପରମେଶ୍ୱର ନାହାନ୍ତି ବୋଲି ମୂର୍ଖ ଆପଣା ମନେ ମନେ କହିଅଛି। ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ ଅଧର୍ମ କରିଅଛନ୍ତି, କେହି ସତ୍କର୍ମ କରେ ନାହିଁ।
2ବିବେଚକ କେହି ଅଛି କି ନାହିଁ, ପରମେଶ୍ୱରଙ୍କର ଅନ୍ୱେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ପରମେଶ୍ୱର ସ୍ୱର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କଲେ।
3ସେମାନଙ୍କର ପ୍ରତ୍ୟେକେ ବିପଥରେ ଯାଇଅଛନ୍ତି; ସେମାନେ ସମସ୍ତେ ଅଶୁଚି ହୋଇଅଛନ୍ତି; ସେମାନଙ୍କର କେହି ସୁକର୍ମ କରେ ନାହିଁ, ନା, ଜଣେ ହେଁ ନାହିଁ।

Read ଗୀତସଂହିତା 53ଗୀତସଂହିତା 53
Compare ଗୀତସଂହିତା 53:1-3ଗୀତସଂହିତା 53:1-3