Text copied!
Bibles in Odia

ଗୀତସଂହିତା 54:1-4 in Odia

Help us?

ଗୀତସଂହିତା 54:1-4 in ଓଡିଆ ବାଇବେଲ

1 ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍‍। ଦାଉଦ କ’ଣ ଆମ୍ଭମାନଙ୍କ ମଧ୍ୟରେ ଲୁଚିକରି ନାହିଁ ? ସୀଫୀୟମାନେ ଶାଉଲଙ୍କୁ ଏହି କଥା କହିବା ସମୟରେ ରଚିତ। ହେ ପରମେଶ୍ୱର, ତୁମ୍ଭ ନାମ ଦ୍ୱାରା ମୋତେ ପରିତ୍ରାଣ କର ଓ ତୁମ୍ଭ ପରାକ୍ରମରେ ମୋହର ବିଚାର କର।
2 ହେ ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ; ମୋ’ ମୁଖର କଥାରେ କର୍ଣ୍ଣପାତ କର।
3 କାରଣ ଅପରିଚିତ ଲୋକମାନେ ମୋ’ ବିରୁଦ୍ଧରେ ଉଠିଅଛନ୍ତି, ପୁଣି, ଦୁରନ୍ତ ଲୋକମାନେ ମୋ’ ପ୍ରାଣ ଖୋଜି ଅଛନ୍ତି। ସେମାନେ ପରମେଶ୍ୱରଙ୍କୁ ଆପଣା ସମ୍ମୁଖରେ ରଖି ନାହାନ୍ତି। ସେଲା
4 ଦେଖ, ପରମେଶ୍ୱର ମୋହର ସାହାଯ୍ୟକାରୀ; ପ୍ରଭୁ ମୋ’ ପ୍ରାଣରକ୍ଷକ ଅଟନ୍ତି।
ଗୀତସଂହିତା 54 in ଓଡିଆ ବାଇବେଲ