Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 55

ଗୀତସଂହିତା 55:11-13

Help us?
Click on verse(s) to share them!
11ଦୁଷ୍ଟତା ତହିଁର ମଧ୍ୟବର୍ତ୍ତୀ, ଦୌରାତ୍ମ୍ୟ ଓ ଛଳନା ତହିଁର ଛକସ୍ଥାନସବୁ ଛାଡ଼େ ନାହିଁ।
12କାରଣ କୌଣସି ଶତ୍ରୁ ମୋତେ ତିରସ୍କାର କଲା ନାହିଁ; କଲେ ତାହା ମୁଁ ସହ୍ୟ କରି ପାରନ୍ତି; କିଅବା ମୋହର ଘୃଣାକାରୀ ମୋ’ ବିରୁଦ୍ଧରେ ଦର୍ପ କଲା ନାହିଁ, କଲେ ତାହାଠାରୁ ମୁଁ ଆପଣାକୁ ଲୁଚାନ୍ତି;
13ମାତ୍ର ମୋ’ ପରି ମନୁଷ୍ୟ, ମୋହର ସଙ୍ଗୀ ଓ ମୋହର ଆତ୍ମୀୟ ଯେ ତୁମ୍ଭେ, ତୁମ୍ଭେ ତାହା କଲ।

Read ଗୀତସଂହିତା 55ଗୀତସଂହିତା 55
Compare ଗୀତସଂହିତା 55:11-13ଗୀତସଂହିତା 55:11-13