Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 55

ଗୀତସଂହିତା 55:11-17

Help us?
Click on verse(s) to share them!
11ଦୁଷ୍ଟତା ତହିଁର ମଧ୍ୟବର୍ତ୍ତୀ, ଦୌରାତ୍ମ୍ୟ ଓ ଛଳନା ତହିଁର ଛକସ୍ଥାନସବୁ ଛାଡ଼େ ନାହିଁ।
12କାରଣ କୌଣସି ଶତ୍ରୁ ମୋତେ ତିରସ୍କାର କଲା ନାହିଁ; କଲେ ତାହା ମୁଁ ସହ୍ୟ କରି ପାରନ୍ତି; କିଅବା ମୋହର ଘୃଣାକାରୀ ମୋ’ ବିରୁଦ୍ଧରେ ଦର୍ପ କଲା ନାହିଁ, କଲେ ତାହାଠାରୁ ମୁଁ ଆପଣାକୁ ଲୁଚାନ୍ତି;
13ମାତ୍ର ମୋ’ ପରି ମନୁଷ୍ୟ, ମୋହର ସଙ୍ଗୀ ଓ ମୋହର ଆତ୍ମୀୟ ଯେ ତୁମ୍ଭେ, ତୁମ୍ଭେ ତାହା କଲ।
14ଆମ୍ଭେମାନେ ଏକତ୍ର ମଧୁର ମନ୍ତ୍ରଣା କଲୁ, ଜନତା ସଙ୍ଗେ ପରମେଶ୍ୱରଙ୍କ ଗୃହରେ ଗମନାଗମନ କଲୁ।
15ମୃତ୍ୟୁୁ ସେମାନଙ୍କୁ ହଠାତ୍‍ ଆକ୍ରମଣ କରୁ, ସେମାନେ ପାତାଳକୁ ଜୀଅନ୍ତା ଗମନ କରନ୍ତୁ, କାରଣ ସେମାନଙ୍କ ବାସସ୍ଥାନରେ, ସେମାନଙ୍କ ମଧ୍ୟରେ ଦୁଷ୍ଟତା ଅଛି।
16ମାତ୍ର ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରିବି; ପୁଣି, ସଦାପ୍ରଭୁ ମୋତେ ପରିତ୍ରାଣ କରିବେ।
17ସନ୍ଧ୍ୟା, ପ୍ରଭାତ ଓ ମଧ୍ୟାହ୍ନ କାଳରେ ମୁଁ ପ୍ରାର୍ଥନା କରି ରୋଦନ କରିବି; ଆଉ, ସେ ମୋ’ ରବ ଶୁଣିବେ।

Read ଗୀତସଂହିତା 55ଗୀତସଂହିତା 55
Compare ଗୀତସଂହିତା 55:11-17ଗୀତସଂହିତା 55:11-17