Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 55

ଗୀତସଂହିତା 55:15-17

Help us?
Click on verse(s) to share them!
15ମୃତ୍ୟୁୁ ସେମାନଙ୍କୁ ହଠାତ୍‍ ଆକ୍ରମଣ କରୁ, ସେମାନେ ପାତାଳକୁ ଜୀଅନ୍ତା ଗମନ କରନ୍ତୁ, କାରଣ ସେମାନଙ୍କ ବାସସ୍ଥାନରେ, ସେମାନଙ୍କ ମଧ୍ୟରେ ଦୁଷ୍ଟତା ଅଛି।
16ମାତ୍ର ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରିବି; ପୁଣି, ସଦାପ୍ରଭୁ ମୋତେ ପରିତ୍ରାଣ କରିବେ।
17ସନ୍ଧ୍ୟା, ପ୍ରଭାତ ଓ ମଧ୍ୟାହ୍ନ କାଳରେ ମୁଁ ପ୍ରାର୍ଥନା କରି ରୋଦନ କରିବି; ଆଉ, ସେ ମୋ’ ରବ ଶୁଣିବେ।

Read ଗୀତସଂହିତା 55ଗୀତସଂହିତା 55
Compare ଗୀତସଂହିତା 55:15-17ଗୀତସଂହିତା 55:15-17