Text copied!
Bibles in Odia

ଗୀତସଂହିତା 55:15-17 in Odia

Help us?

ଗୀତସଂହିତା 55:15-17 in ଓଡିଆ ବାଇବେଲ

15 ମୃତ୍ୟୁୁ ସେମାନଙ୍କୁ ହଠାତ୍‍ ଆକ୍ରମଣ କରୁ, ସେମାନେ ପାତାଳକୁ ଜୀଅନ୍ତା ଗମନ କରନ୍ତୁ, କାରଣ ସେମାନଙ୍କ ବାସସ୍ଥାନରେ, ସେମାନଙ୍କ ମଧ୍ୟରେ ଦୁଷ୍ଟତା ଅଛି।
16 ମାତ୍ର ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରିବି; ପୁଣି, ସଦାପ୍ରଭୁ ମୋତେ ପରିତ୍ରାଣ କରିବେ।
17 ସନ୍ଧ୍ୟା, ପ୍ରଭାତ ଓ ମଧ୍ୟାହ୍ନ କାଳରେ ମୁଁ ପ୍ରାର୍ଥନା କରି ରୋଦନ କରିବି; ଆଉ, ସେ ମୋ’ ରବ ଶୁଣିବେ।
ଗୀତସଂହିତା 55 in ଓଡିଆ ବାଇବେଲ