Text copied!
Bibles in Odia

ଗୀତସଂହିତା 55:16-20 in Odia

Help us?

ଗୀତସଂହିତା 55:16-20 in ଓଡିଆ ବାଇବେଲ

16 ମାତ୍ର ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରିବି; ପୁଣି, ସଦାପ୍ରଭୁ ମୋତେ ପରିତ୍ରାଣ କରିବେ।
17 ସନ୍ଧ୍ୟା, ପ୍ରଭାତ ଓ ମଧ୍ୟାହ୍ନ କାଳରେ ମୁଁ ପ୍ରାର୍ଥନା କରି ରୋଦନ କରିବି; ଆଉ, ସେ ମୋ’ ରବ ଶୁଣିବେ।
18 ସେ ମୋ’ ପ୍ରତିକୂଳ ଯୁଦ୍ଧରୁ କୁଶଳରେ ମୋ’ ପ୍ରାଣ ମୁକ୍ତ କରିଅଛନ୍ତି; କାରଣ ମୋ’ ସଙ୍ଗେ ବିରୋଧକାରୀ ଅନେକ ଥିଲେ।
19 ପରମେଶ୍ୱର ଶୁଣିବେ ଓ ସେମାନଙ୍କୁ ଉତ୍ତର ଦେବେ, ସେ ଚିରକାଳ ବିଦ୍ୟମାନ, ସେଲା ସେହି ଲୋକମାନଙ୍କ କୌଣସି ପରିବର୍ତ୍ତନ ଘଟି ନାହିଁ, ପୁଣି, ସେମାନେ ପରମେଶ୍ୱରଙ୍କୁ ଭୟ କରନ୍ତି ନାହିଁ।
20 ସେ ଆପଣା ସଙ୍ଗେ ମିଳନରେ ଥିବା ଲୋକ ବିରୁଦ୍ଧରେ ହାତ ଉଠାଇଅଛି; ସେ ଆପଣା ନିୟମ ଲଙ୍ଘନ କରିଅଛି।
ଗୀତସଂହିତା 55 in ଓଡିଆ ବାଇବେଲ