Text copied!
Bibles in Odia

ଗୀତସଂହିତା 55:2-8 in Odia

Help us?

ଗୀତସଂହିତା 55:2-8 in ଓଡିଆ ବାଇବେଲ

2 ମୋ’ ପ୍ରତି ମନୋଯୋଗ କରି ମୋତେ ଉତ୍ତର ଦିଅ; ଶତ୍ରୁମାନଙ୍କ ରବ ସକାଶୁ, ଦୁଷ୍ଟମାନଙ୍କ ଦୌରାତ୍ମ୍ୟ ସକାଶୁ ମୁଁ ଭାବନାରେ ଅସ୍ଥିର ହୋଇ ରୋଦନ କରୁଥାଏ;
3 କାରଣ ସେମାନେ ମୋ’ ଉପରେ ଅଧର୍ମ ଆରୋପ କରନ୍ତି ଓ କ୍ରୋଧରେ ମୋତେ ଘୃଣା କରନ୍ତି।
4 ମୋ’ ଅନ୍ତରରେ ମୋ’ ହୃଦୟ ଅତ୍ୟନ୍ତ ବ୍ୟଥିତ ହେଉଅଛି ଓ ମୋ’ ଉପରେ ମୃତ୍ୟୁୁର ତ୍ରାସ ପଡ଼ିଅଛି।
5 ମୋତେ ଭୟ ଓ କମ୍ପ ଆକ୍ରମଣ କରିଅଛି, ପୁଣି, ମହାତ୍ରାସ ମୋତେ ଆଚ୍ଛନ୍ନ କରିଅଛି।
6 ଯଦି କପୋତ ପରି ମୋହର ପକ୍ଷ ଥା’ନ୍ତା ! ଏଣୁ ମୁଁ କହିଲି, ଆଃ, ତେବେ ମୁଁ ଉଡ଼ିଯାଇ ବିଶ୍ରାମ ପାଆନ୍ତି।
7 ଦେଖ, ତେବେ ମୁଁ ଦୂରରେ ଭ୍ରମଣ କରନ୍ତି, ମୁଁ ପ୍ରାନ୍ତରରେ ବାସ କରନ୍ତି। ସେଲା
8 ମୁଁ ପ୍ରବଳ ବାୟୁ ଓ ତୋଫାନରୁ ଆଶ୍ରୟ ନେବା ପାଇଁ ପଳାୟନ କରନ୍ତି।
ଗୀତସଂହିତା 55 in ଓଡିଆ ବାଇବେଲ