Text copied!
Bibles in Odia

ଗୀତସଂହିତା 55:5-7 in Odia

Help us?

ଗୀତସଂହିତା 55:5-7 in ଓଡିଆ ବାଇବେଲ

5 ମୋତେ ଭୟ ଓ କମ୍ପ ଆକ୍ରମଣ କରିଅଛି, ପୁଣି, ମହାତ୍ରାସ ମୋତେ ଆଚ୍ଛନ୍ନ କରିଅଛି।
6 ଯଦି କପୋତ ପରି ମୋହର ପକ୍ଷ ଥା’ନ୍ତା ! ଏଣୁ ମୁଁ କହିଲି, ଆଃ, ତେବେ ମୁଁ ଉଡ଼ିଯାଇ ବିଶ୍ରାମ ପାଆନ୍ତି।
7 ଦେଖ, ତେବେ ମୁଁ ଦୂରରେ ଭ୍ରମଣ କରନ୍ତି, ମୁଁ ପ୍ରାନ୍ତରରେ ବାସ କରନ୍ତି। ସେଲା
ଗୀତସଂହିତା 55 in ଓଡିଆ ବାଇବେଲ