Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 56

ଗୀତସଂହିତା 56:1-2

Help us?
Click on verse(s) to share them!
1ପ୍ରଧାନ ବାଦ୍ୟକର ନିମନ୍ତେ ଯୋନତ୍‍-ଏଲମ୍‍ ହେ ପରମେଶ୍ୱର, ମୋତେ ଦୟା କର; କାରଣ ମୋହର ଶତ୍ରୁ ମୋତେ ଗ୍ରାସ କରିବାକୁ ଉଦ୍ୟତ; ସେ ସାରାଦିନ ଯୁଦ୍ଧ କରି ମୋ’ ପ୍ରତି ଉପଦ୍ରବ କରଇ।
2ମୋହର ଶତ୍ରୁଗଣ ଦିନସାରା ମୋତେ ଗ୍ରାସ କରିବାକୁ ଉଦ୍ୟତ; କାରଣ ଦର୍ପରେ ମୋ’ ବିରୁଦ୍ଧରେ ଯୁଦ୍ଧକାରୀ ଲୋକ ଅନେକ।

Read ଗୀତସଂହିତା 56ଗୀତସଂହିତା 56
Compare ଗୀତସଂହିତା 56:1-2ଗୀତସଂହିତା 56:1-2