Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 56

ଗୀତସଂହିତା 56:3-5

Help us?
Click on verse(s) to share them!
3ମୁଁ ଭୀତ ହେବା ସମୟରେ ତୁମ୍ଭ ଉପରେ ନିର୍ଭର ରଖିବି।
4ପରମେଶ୍ୱରଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି; ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମନୁଷ୍ୟ ମୋର କଅଣ କରି ପାରିବ ?
5ସେମାନେ ସାରାଦିନ ମୋହର କଥାର ବିପରୀତ ଅର୍ଥ କରନ୍ତି; ମୋ’ ବିରୁଦ୍ଧରେ ସେମାନଙ୍କର କଳ୍ପନାସବୁ ଅମଙ୍ଗଳାର୍ଥକ।

Read ଗୀତସଂହିତା 56ଗୀତସଂହିତା 56
Compare ଗୀତସଂହିତା 56:3-5ଗୀତସଂହିତା 56:3-5