Text copied!
Bibles in Odia

ଗୀତସଂହିତା 56:7-8 in Odia

Help us?

ଗୀତସଂହିତା 56:7-8 in ଓଡିଆ ବାଇବେଲ

7 ସେମାନେ କ’ଣ ଅଧର୍ମ ଦ୍ୱାରା ରକ୍ଷା ପାଇବେ ? ହେ ପରମେଶ୍ୱର, କ୍ରୋଧରେ ଗୋଷ୍ଠୀୟମାନଙ୍କୁ ନିପାତ କର।
8 ତୁମ୍ଭେ ମୋହର ଭ୍ରମଣ ଗଣନା କରୁଅଛ। ତୁମ୍ଭେ ଆପଣା ପାତ୍ରରେ ଆମ୍ଭର ଅଶ୍ରୁ ରଖିଥାଅ; ତାହାସବୁ କ’ଣ ତୁମ୍ଭ ପୁସ୍ତକରେ ନାହିଁ ?
ଗୀତସଂହିତା 56 in ଓଡିଆ ବାଇବେଲ