Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 57

ଗୀତସଂହିତା 57:3-4

Help us?
Click on verse(s) to share them!
3ମୋତେ ଗ୍ରାସ କରିବାକୁ ଇଚ୍ଛୁକ ଲୋକ ତିରସ୍କାର କରିବା ବେଳେ, ସେ ସ୍ୱର୍ଗରୁ ପଠାଇ ମୋତେ ତ୍ରାଣ କରିବେ; ସେଲା ପରମେଶ୍ୱର ଆପଣା ଦୟା ଓ ସତ୍ୟତା ପ୍ରେରଣ କରିବେ।
4ମୁଁ ସିଂହମାନଙ୍କ ମଧ୍ୟରେ ଅଛି; ମୁଁ ପ୍ରଜ୍ୱଳିତ ଲୋକମାନଙ୍କ ମଧ୍ୟରେ, ଯେଉଁ ମନୁଷ୍ୟ-ସନ୍ତାନଗଣର ଦନ୍ତ ବର୍ଚ୍ଛା ଓ ତୀର ତୁଲ୍ୟ, ପୁଣି, ଜିହ୍ୱା ତୀକ୍ଷ୍ଣ ଖଡ୍ଗ ତୁଲ୍ୟ, ସେମାନଙ୍କ ମଧ୍ୟରେ ଶୟନ କରେ।

Read ଗୀତସଂହିତା 57ଗୀତସଂହିତା 57
Compare ଗୀତସଂହିତା 57:3-4ଗୀତସଂହିତା 57:3-4