Text copied!
Bibles in Odia

ଗୀତସଂହିତା 57:3-6 in Odia

Help us?

ଗୀତସଂହିତା 57:3-6 in ଓଡିଆ ବାଇବେଲ

3 ମୋତେ ଗ୍ରାସ କରିବାକୁ ଇଚ୍ଛୁକ ଲୋକ ତିରସ୍କାର କରିବା ବେଳେ, ସେ ସ୍ୱର୍ଗରୁ ପଠାଇ ମୋତେ ତ୍ରାଣ କରିବେ; ସେଲା ପରମେଶ୍ୱର ଆପଣା ଦୟା ଓ ସତ୍ୟତା ପ୍ରେରଣ କରିବେ।
4 ମୁଁ ସିଂହମାନଙ୍କ ମଧ୍ୟରେ ଅଛି; ମୁଁ ପ୍ରଜ୍ୱଳିତ ଲୋକମାନଙ୍କ ମଧ୍ୟରେ, ଯେଉଁ ମନୁଷ୍ୟ-ସନ୍ତାନଗଣର ଦନ୍ତ ବର୍ଚ୍ଛା ଓ ତୀର ତୁଲ୍ୟ, ପୁଣି, ଜିହ୍ୱା ତୀକ୍ଷ୍ଣ ଖଡ୍ଗ ତୁଲ୍ୟ, ସେମାନଙ୍କ ମଧ୍ୟରେ ଶୟନ କରେ।
5 ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ହେଉ।
6 ସେମାନେ ମୋ’ ଚରଣ ପାଇଁ ଜାଲ ପ୍ରସ୍ତୁତ କରିଅଛନ୍ତି; ମୋ’ ପ୍ରାଣ ଅବନତ ହୋଇଅଛି; ସେମାନେ ମୋ’ ସମ୍ମୁଖରେ ଗର୍ତ୍ତ ଖୋଳି ଅଛନ୍ତି; ମାତ୍ର ସେମାନେ ନିଜେ ତହିଁ ମଧ୍ୟରେ ପତିତ ହୋଇଅଛନ୍ତି। ସେଲା
ଗୀତସଂହିତା 57 in ଓଡିଆ ବାଇବେଲ